ଆଜିର ଖବର କଟକରେ ନଭେମ୍ବର ୮ ତାରିଖରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୩ ଦିନିଆ ସାମୁଦ୍ରିକ ସମ୍ମିଳନୀ ଭୁବନେଶ୍ୱର: ଆସନ୍ତା ନଭେମ୍ବର ୮ ତାରିଖରୁ କଟକରେ ଆରମ୍ଭ ହେବାକୁ ଥିବା ଐତିହାସିକ ବାଲିଯାତ୍ରା ସହିତ ଓଡ଼ିଶାର ମହାନ ସାମୁଦ୍ରିକ ସଂସ୍କୃତିକୁ ନେଇ କେନ୍ଦ୍ର ସରକାରଙ୍କ ଦ୍ୱାରା…