ଆଜିର ଖବର “ସାମ୍” ଶିଶୁଙ୍କ ଚିକିତ୍ସା ଓ ପୋଷଣ ବିକାଶ ପାଇଁ ସୁନ୍ଦରଗଡ଼ ଜିଲ୍ଲାରେ ୩ଟି ପୁଷ୍ଟି ସାଧନ କେନ୍ଦ୍ର ସୁନ୍ଦରଗଡ଼/ରାଉରକେଲା: “ମୋ ଝିଅର ବୟସ ୨ ବର୍ଷ। ହେଲେ ତା’ର ଓଜନ ବଢ଼ୁ ନଥିବାରୁ ମୁଁ ଚିନ୍ତାରେ ଥିଲି। ଅଙ୍ଗନବାଡ଼ି ଦିଦିଙ୍କ କଥାରେ ମୁଁ ତାକୁ ଧରି…