ଆଜିର ଖବର ଆଉ ଏକ ସାମ୍ବାଦିକଙ୍କୁ ଧମକ: ସଂଗଠନ ପକ୍ଷରୁ ଟାଙ୍ଗୀ ବ୍ଲକର ଅଧ୍ୟକ୍ଷଙ୍କ ବିରୋଧରେ ଥାନାରେ ଏତଲା ଭୁବନେଶ୍ବର: ରାଜ୍ୟରେ ସାମ୍ବାଦିକ ମାନଙ୍କୁ ଆକ୍ରମଣ କିମ୍ବା ଧମକ ଦେବା ଘଟଣା ବଢି ଚାଲିଛି। ସାମ୍ବାଦିକ ମାନଙ୍କ ସୁରକ୍ଷା ବ୍ୟବସ୍ଥାକୁ ନେଇ ଏବେ ବଡ ଚାଲେଞ୍ଜ ସୃଷ୍ଟି…