ଆଞ୍ଚଳିକ ସାମ୍ବାଦିକଙ୍କ ପିତୃ ବିୟୋଗ: ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ପୂର୍ବତନ ଚିଲିକା ବିଧାୟକ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ଅଞ୍ଚଳର ଜଣେ ପ୍ରତିଷ୍ଠିତ ସାମ୍ବାଦିକ ତଥା ଆଇନଜୀବୀ ସିତାରାମ ଅଗ୍ରୱାଲଙ୍କ ପିତା ଗଣେଶ ପ୍ରସାଦ ଅଗ୍ରୱାଲଙ୍କର ଅକାଳ ବିୟୋଗ ଘଟିଯାଇଛି। ମାତ୍ର…