ଆଜିର ଖବର ‘ସାରାଡୋ’ ସହିତ ଭାରତର ଜାତୀୟ ଆଣ୍ଟି ଡୋପିଙ୍ଗ ସଂସ୍ଥା ‘ନାଡା’ର ବୁଝାମଣାପତ୍ର ସ୍ୱାକ୍ଷରିତ ନୂଆଦିଲ୍ଲୀ: ଦକ୍ଷିଣ ଏସିଆ ଆଞ୍ଚଳିକ ଆଣ୍ଟି ଡୋପିଙ୍ଗ ପ୍ରତିଷ୍ଠାନ (ସାରାଡୋ) ସହିତ ଭାରତର ଜାତୀୟ ଆଣ୍ଟି ଡୋପିଙ୍ଗ ସଂସ୍ଥା (ନାଡା) ଆଜି ଏକ ବୁଝାମଣାପତ୍ରରେ ସ୍ୱାକ୍ଷର କରିଛି।…