ବିଶେଷ ଖବର ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ସମ୍ପର୍କରେ ଜିଲ୍ଲାପାଳ ମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବୈଠକ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ଉପରେ…