ରାଜ୍ୟ ଖବର ବୌଦ୍ଧ ଜିଲ୍ଲା ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୨୪ କୋଟି ଟଙ୍କା ମଞ୍ଜୁର ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ…