ଆଜିର ଖବର ଲଘୁଚାପ ଘନୀଭୂତ ଯୋଗୁଁ ତାମିଲନାଡୁରେ ଅଧିକ ବର୍ଷା ସମ୍ଭାବନା, ଓଡ଼ିଶାରେ ମଧ୍ୟ ହେବ ବର୍ଷା ଭୁବନେଶ୍ୱର: ଗତ ଶନିବାର ରାତିରୁ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ମଙ୍ଗଳବାର ତାମିଲନାଡୁ ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେବାର…