ସିଏମ କିଷାନ

ଖୋର୍ଦ୍ଧା: ଆଜି ପବିତ୍ର ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସିଏମ କିଷାନ ସହାୟତାର ଶୁଭାରମ୍ଭ କରିଛନ୍ତି। ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଅଡିଟରିମରୁ ଭିଡ଼ିଓ କନଫରେନ୍ସ…