ଆଜିର ଖବର ରଥଯାତ୍ରାରେ ଓମ୍ଫେଡ୍ ର ସିଏସ୍ଆର କାର୍ଯ୍ୟକ୍ରମ: ୨୫ ହାଜର ଶ୍ରଦ୍ଧାଳୁଙ୍କୁ ବାଣ୍ଟିଲା ମ୍ୟାଙ୍ଗୋ ଜୁସ୍ ଭୁବନେଶ୍ୱର: ରଥଯାତ୍ରା ଉପଲକ୍ଷେ ଓମ୍ଫେଡ୍ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। କର୍ପୋରେଟ୍ ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମ ଜରିଆରେ ପୁରୀ ବଡଦାଣ୍ଡରେ ଶ୍ରଦ୍ଧାଳୁମାନଙ୍କୁ ମାଗଣାରେ ୨୫…