ଆଜିର ଖବର ସିଙ୍ଗାବାଡି ଦିଲ୍ଲୀପ ପାତ୍ର ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କାଲା ପୋଲିସ ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋଳନ୍ଥରା ଥାନା ଅର୍ନ୍ତଗତ ସିଙ୍ଗାବାଡି ଗ୍ରାମରେ ଗତ ୬ ତାରିଖ ରାତିରେ ଦିଲ୍ଲୀପ ପାତ୍ର ନାମକ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିଲା।…