ଆଜିର ଖବର ସିଜିମାଳିରେ ପୋଲିସ୍ ଦମନ ଓ ନିଷେଧାଦେଶ ଜାରିକୁ ଚାରି ବାମ ଦଳର ତୀବ୍ର ନିନ୍ଦା ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲାର ସିଜିମାଳି ଅଞ୍ଚଳରେ ୭ ଏପ୍ରିଲ ଭୋର ସମୟରେ ଘଟିଥିବା ପୋଲିସ୍ ଦମନକୁ ଭାରତୀୟ କମ୍ୟୁନିଷ୍ଟ ପାର୍ଟି, ଭାରତର କମ୍ୟୁନିଷ୍ଟ ପାର୍ଟି (ମାର୍କସବାଦୀ), ଭାରତର…