ଆଞ୍ଚଳିକ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ବୃକ୍ଷରୋପଣ ଓ ଚାରା ବଣ୍ଟନ ପିଣ୍ଟୁ ବିଷୋୟୀ ବେଗୁନିଆପଡା: ଗଞ୍ଜାମ ଜିଲ୍ଲା ଦେଉଳିଆପଡା ସ୍ଥିତ ସିଦ୍ଧେସ୍ୱର ମନ୍ଦିର ପରିସରରେ ବେଗୁନିଆପଡା ବ୍ଲକ ଶାଖା ଋଷିକୁଲ୍ୟା ରୟତ ମହାସଭା ତରଫରୁ ବୃକ୍ଷରୋପଣ କାର୍ଯ୍ଯକ୍ରମ ଅନୁଷ୍ଠିତ…