ଆଜିର ଖବର ସମାଜର ବକାଶ ପାଇଁ ନାରୀମାନଙ୍କର ଭୂମିକା ଅତୁଳନୀୟ: ବାଚସ୍ପତି ଭୁବନେଶ୍ୱର: ବିଶ୍ୱ ମହିଳା ଦିବସ ଉପଲକ୍ଷେ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପ୍ରେରଣା, ଆଚିଭର ଫାଉଣ୍ଡେସନ ପକ୍ଷରୁ ସମାଜର ବିଭିନ୍ନ ବର୍ଗର ନାରୀ ପ୍ରତିଭାମାନଙ୍କୁ ଗୀତଗୋବିନ୍ଦ ସଦନ…