ସିପି ଯୋଶୀ

ନୂଆଦିଲ୍ଲୀ: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନକୁ ନେଇ ଆଲୋଚନା ମଧ୍ୟରେ କଂଗ୍ରେସ ବିଧାୟକ ଦଳର ଏକ ବୈଠକ ଡକାଯାଇଥିଲା। ଏହି ସଭା ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ବାସଭବନରେ ଅନୁଷ୍ଠିତ…