ଆଜିର ଖବର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଦେଶର ଉପରାଷ୍ଟ୍ରପତି ପଦବୀ ଲାଗି ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ପ୍ରାର୍ଥୀ ଭାବେ ତିରୁ ସିପି ରାଧାକୃଷ୍ଣନଙ୍କ ମନୋନୟନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି।…