ଅପରାଧ ସିବିଆଇର ବଡ କାର୍ଯ୍ୟାନୁଷ୍ଠାନ: ଦୁଇ ଲକ୍ଷ ଲାଞ୍ଚ ନେବା ବେଳେ ଧରାପଡିଲେ ଆଇଏଏସ୍ ଅଧିକାରୀ ଚଣ୍ଡିଗଡ: କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଆଜି ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ପରମଜିତ ସିଂଙ୍କୁ ୨ ଲକ୍ଷ ଟଙ୍କା ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ…