ସିବିଏସ୍‌ଇ ଦଶମ

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ ଆନୁକୂଲ୍ୟରେ ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷାରେ ଡିଏଭି ପୋଖରୀପୁଟର ବିଦ୍ୟାର୍ଥୀମାନେ ସଫଳତା ହାସଲ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି।…