ବିଶେଷ ଖବର ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସଫଳତା: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଜେଇଇ ମେନ୍ ପରୀକ୍ଷାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ହାସଲ କରିଛନ୍ତି। ଏହି ପରୀକ୍ଷାରେ ୫୪ ଜଣ ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଅଧିକ…