ଆଜିର ଖବର ରାଜ୍ୟରେ ଗଠିତ ହେଲା ୪୬ଟି ନୂତନ ସିଭିଲ୍ ଜଜ୍ କୋର୍ଟ ଜୁନିୟର ଡିଭିଜନ୍, ମୁଖ୍ୟମନ୍ତ୍ରୀ କଲେ ଅନୁମୋଦନ ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ…