ଅନ୍ତରାଷ୍ଟ୍ରୀୟ ସିରିଜ୍ ପରାଜୟ ପରେ ଟିମ୍ ଇଣ୍ଡିଆକୁ ବଡ ଝଟକା, ରୋହିତଙ୍କ ସମେତ ୩ ଖେଳାଳି ଫେରିବେ ସ୍ଵଦେଶ ନୂଆଦିଲ୍ଲୀ: ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ରୋହିତ ଶର୍ମା ଆହତ ହୋଇଥିଲେ। ରୋହିତଙ୍କ ବାମ ହାତର ଆଙ୍ଗୁଠିରେ ଆଘାତ ଲାଗିଥିଲା ଏବଂ…