ଅପରାଧ ଚିଲିକା ଅଞ୍ଚଳରୁ ସିରିଜ ଲୁଟ ଘଟଣା: କୋଟିଏ ଟଙ୍କାର ସୁନା ଓ ରୁପା ଅଳଙ୍କାର ଉଦ୍ଧାର, ୧୨ ଗିରଫ ଖୋରଧା: ଦୁଇ ମାସ ଧରି ଖୋରଧା ଜିଲ୍ଲାର ବାଣପୁର, ବାଲୁଗାଁ, ଟାଙ୍ଗୀ ଓ ନାଚୁଣୀ ଥାନା ଅଞ୍ଚଳରେ ବିଭିନ୍ନ ସ୍ଥାନରୁ ସିରିଜ ଲୁଟ ଘଟଣାର ପର୍ଦ୍ଦାଫାସ କରିଛି…