ଜାତୀୟ ଖବର ପେଟ୍ରୋଲ, ଡିଜେଲ ଶହେ ଟପିଲା, ସିଲିଣ୍ଡର ହଜାରେ କେବେ ଟପିବ ? କେନ୍ଦ୍ରମନ୍ତ୍ରୀଙ୍କୁ କଂଗ୍ରେସର ପ୍ରଶ୍ନ ଭୁବନେଶ୍ୱର, ଗତ ୨୦୧୪ ରେ କେନ୍ଦ୍ରରେ ମୋଦୀଙ୍କ ନେତୃତ୍ୱରେ ବିଜେପି ସରକାର ଆସିବା ପରଠାରୁ ଗତ ସାତ ବର୍ଷର ଶାସନ ଭିତରେ ପେଟ୍ରୋଲ ଓ ଡିଜେଲ ଲିଟର…