ଜାତୀୟ ଖବର ଗୋଟିଏ ଦିନରେ ୫୦.୫ ଲକ୍ଷରୁ ଅଧିକ ସିଲିଣ୍ଡର ବିତରଣ କରାଯାଇଛି: କେନ୍ଦ୍ର ସରକାର ନୂଆଦିଲ୍ଲୀ: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଉତ୍ତେଜନାମୂଳକ ପରିସ୍ଥିତି ଦେଶର ଯୋଗାଣ ଶୃଙ୍ଖଳକୁ ପ୍ରଭାବିତ କରିପାରିନାହିଁ। ସରକାରଙ୍କ ଆଗୁଆ ପ୍ରସ୍ତୁତି ଏବଂ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଦେଶର ଶକ୍ତି…