ଆଜିର ଖବର ସଟଡ଼ାଉନରେ ଦୋକାନ ଖୋଲିବା ପଡିଲା ମହଙ୍ଗା: ବାଣପୁରରେ ୭ଦିନ ପାଇଁ ସିଲ୍ ହେଲା ୨ଟି ଦୋକାନ ସୀତାରାମ ଅଗ୍ରୱାଲ ବାଣପୁର: ସପ୍ତାହନ୍ତ ସଟଡ଼ାଉନ ସମୟରେ ଦୋକାନ ଖୋଲିବା ମହଙ୍ଗା ପଡିଛି। ସ୍ଥାନୀୟ ପ୍ରଶାସନ ଏନେଇ ଦୁଇଟି ଦୋକାନକୁ ସିଲ୍ କରିଛି। ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର…