ଜାତୀୟ ଖବର ଚେନ୍ନାଇରେ ରାହୁଲ ଗାନ୍ଧୀ-ମୁଖ୍ୟମନ୍ତ୍ରୀ ବିଜୟଙ୍କ ସାକ୍ଷାତ: ନୂଆ ରାଜନୈତିକ ସମୀକରଣକୁ ନେଇ ଚର୍ଚ୍ଚା ଜୋର ଚେନ୍ନାଇ: ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ତାମିଲନାଡୁ ଗସ୍ତ ଅବସରରେ ତାମିଲଗା ଭେଟ୍ରି କାଝାଗମ୍ (ଟିଭିକେ) ପ୍ରମୁଖ ତଥା ମୁଖ୍ୟମନ୍ତ୍ରୀ ସି. ଜୋସେଫ୍ ବିଜୟଙ୍କୁ…