ଆଜିର ଖବର ସୀମାନ୍ତ ଗ୍ରାମଗୁଡ଼ିକ ପାଇଁ ୬,୮୩୯ କୋଟିର ଯୋଜନାକୁ ଅନୁମୋଦନ କଲେ କେନ୍ଦ୍ର ସରକାର ନୂଆଦିଲ୍ଲୀ: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଭାଇବ୍ରାଣ୍ଟ ଗ୍ରାମ କାର୍ଯ୍ୟକ୍ରମ-II ବିଷୟରେ ସୂଚନା ପ୍ରଦାନ କରିଛନ୍ତି। ସେ କହିଛନ୍ତି…