ସୁକାନ୍ତ କୁମାର ନାୟକ

ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହେବେ କଂଗ୍ରେସ ଦଳର ଭେଟରାନ ଲିଡର ଚିରଞ୍ଜୀବ ବିଶ୍ବାଳ। ସେ ଗତକାଲି କଂଗ୍ରେସରୁ ଇସ୍ତଫା ପ୍ରଦାନ କରିଥିଲେ। ସେ ହେଉଛନ୍ତି ଜଗତସିଂହପୁର…