ଆଜିର ଖବର ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସୁଡ଼ଙ୍ଗ ନିର୍ମାଣ କ୍ଷେତ୍ରରେ ଆଉ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବୁଗୁଡ଼ା ଏବଂ ବାଣିଗୋଚ୍ଛା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T3 ର ଖନନ କାର୍ଯ୍ୟ ସଫଳତା ସହିତ ଶେଷ ହୋଇଛି ଯାହାକି ଖୋର୍ଦ୍ଧା…