ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ସାରା ବିଶ୍ବ ପାଳନ କରିବ ଆର୍ଥ ଆୱାର। ଅର୍ଥାତ ଘଣ୍ଟାଏ ପାଇଁ ଆଜି ଘରର ସମସ୍ତ ବିଦ୍ୟୁତ ସୁଇଚ ଅପ କରିବାକୁ ପରାମର୍ଶ ଦିଆଯାଇଛି।…

ପୁରୀ: ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏଥର ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ନିର୍ମାଣ କରିଛନ୍ତି ସ୍ବତନ୍ତ୍ର ବାଲୁକା କଳା। ଏହି କଳା ଏଇଥିପାଇଁ ସ୍ବତନ୍ତ୍ର ରହିଛି…

କଟକ: ବର୍ତ୍ତମାନ ସାରା ଓଡିଶାରେ ଅନୁଭୂତ ହୋଇଛି ହକି ଜ୍ବର। ଚାରିଆଡେ ବର୍ତ୍ତମାନ ହକିକୁ ନେଇ ଚର୍ଚ୍ଚା। କାରଣ ଆଜି ହେଉଛି ଏହି ହକି ମହାକୁମ୍ଭର ଉଦଘାଟନ…

ପୁରୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାଆ ହୀରାବେନଙ୍କ ଅହମ୍ମଦାବାଦରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ଶହେ ବର୍ଷ ହୋଇଥିଲା। ସେ ଅସୁସ୍ଥ ହୋଇ ହସପିଟାଲରେ…

ଗୋପାଳପୁର: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଖ୍ରୀଷ୍ଟମାସ ଉପଲକ୍ଷେ ନିର୍ମାଣ କରିଛନ୍ତି ସାଣ୍ଟ କ୍ଲଜ। ପ୍ରତିବର୍ଷ ସେ ଏହି ଖ୍ରୀଷ୍ଟମାସରେ କିଛି ନୂଆ କରି ରେକର୍ଡ…

ଭୁବନେଶ୍ଵର/ପୁରୀ: ଆଜି ଠାରୁ ଭାରତ ବିଧିବଦ୍ଧ ଭାବେ ଜି୨୦ ଅଧ୍ୟକ୍ଷତା ଗ୍ରହଣ କରିଛି । ଏହି ଅବସରରେ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କୋଣାର୍କର ଚନ୍ଦ୍ରଭାଗା…

ପୁରୀ: ଆଜି ହେଉଛି ବିଗ୍-ବି ବା ଅମିତାଭ ବଚ୍ଚନଙ୍କ ଜନ୍ମଦିନ। ଆଜି ଅମିତାଭ ୮୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଉପଲକ୍ଷେ ତାଙ୍କୁ ବହୁ ବ୍ୟକ୍ତି ଅଭିନନ୍ଦନ ଜଣାଇବାରେ ଲାଗିଛନ୍ତି।…

ପୁରୀ: ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ। ଆଜି ସେ 72 ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମ ଦିନରେ ବିଭିନ୍ନ ବର୍ଗରୁ ଅଭିନନ୍ଦନର…

ନୂଆଦିଲ୍ଲୀ: ଓଡ଼ିଶା ଲଳିତ କଳା ଏକାଡ଼େମୀ ଓ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ଵାରା ନୂଆଦିଲ୍ଲୀର ହେବିଟେଟ୍ ସେଣ୍ଟରଠାରେ ଅବସ୍ଥିତ ଭିଜୁଆଲ୍ ଆର୍ଟ ଗ୍ୟାଲେରୀରେ…

ପୁରୀ: ଆଜି ଦେଶର ପନ୍ଦରତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଛନ୍ତି ଦ୍ରୌପଦୀ ମୁର୍ମୁ। ସେ ସଂସଦଭବନର ସେଣ୍ଟ୍ରାଲ ହଲରେ ତାଙ୍କୁ ଶପଥପାଠ କରାଇଛନ୍ତି ସୁପ୍ରିମକୋର୍ଟ ମୁଖ୍ୟ…

ପୁରୀ: ଆଜି ପଖାଳ ଦିବସ ଉପଲକ୍ଷେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ କରିଛନ୍ତି ବାଲୁକା କଳା। ଏଥିରେ ସେ ବାଲୁକାରେ କଂସା ବେଲାରେ ପଖାଳ,…

ପୁରୀ: ଆନ୍ତର୍ଜାତୀୟ ଖ୍ୟାତି ସଂପର୍ଣ୍ଣ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଭିନ୍ନ ଭିନ୍ନ ବାଲୁକା କଳାକୃତି ନିର୍ମାଣ କରିବାରେ ସିଦ୍ଧ ହସ୍ତ। ଯାହା କି ସାରା ବିଶ୍ବରେ…

ପୁରୀ: ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଆଜି ପୁରୀ ବେଳାଭୂମିରେ ପ୍ରାୟ ୫ ହଜାର ୪୦୦ ନାଲି ଗୋଲାପ ସାହାଯ୍ୟରେ ସାନ୍ତା କ୍ଲଜ୍ ର ଏକ ବିରାଟ…

ପୁରୀ: ଆଜି ହେଉଛି ବିଗ୍-ବି ବା ଅମିତାଭ ବଚନଙ୍କ ଜନ୍ମଦିନ। ଆଜି ଅମିତାଭ ୭୯ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ଉପଲକ୍ଷେ ତାଙ୍କୁ ବହୁ ବ୍ୟକ୍ତି…

ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବିଶ୍ୱବିଖ୍ୟାତ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଓଡ଼ିଶା ଲଳିତ କଳା ଏକାଡେମୀର ସଭାପତି ରୂପେ ପୁନଃମନୋନୀତ କରାଯାଇଛି…

ଆଜି ମାତୃଦିବସ ଉପଲକ୍ଷେ ପୁରୀ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, କରୋନା ଯୋଦ୍ଧାଙ୍କୁ ସଲାମ

ପୁରୀ, ଆଜି ହୋଲି ଉପଲକ୍ଷେ ପୁରୀ ବେଳାଭୂମିରେ ଶୋଭା ପାଉଛି ଆକର୍ଷଣୀୟ ହୋଲି ଶୁଭେଚ୍ଛାର ବାଲୁକା କଳା। ଏହାକୁ ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ…

ପୁରୀ, ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଭ୍ରମଣରେ ଯିବେ। ସେ ସକାଳରୁ ରାଜଭବନରୁ ବାହାରି ସ୍ବତନ୍ତ୍ର ହେଲିକାପ୍ଟରରେ ପୁରୀରେ ଓହ୍ଲାଇବେ। ସେଠାରେ ସେ ଶ୍ରୀମନ୍ଦିର ଯାଇ…

ପୁରୀ: ଆଜି ପଖାଳ ଦିବସ ଉପଲକ୍ଷେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ କରିଛନ୍ତି ବାଲୁକା କଳା। ଏଥିରେ ସେ ବାଲୁକାରେ କଂସା ବେଲାରେ…

ପୁରୀ, ଆଜି 72 ତମ ଗଣତନ୍ତ୍ର ଦିବସ। ଏହ ଦିବସ ସାରା ଦେଶରେ ପାଳନ କରାଯାଉଛି। ଏହି ଅବସରରେ ପୁରୀ ବେଳାଭୂମିରେ ଶୋଭା ପାଉଛି ଏକ ଆକର୍ଷଣୀୟ…