ଆଜିର ଖବର ଏପ୍ରିଲ ୨୭ ତାରିଖ ସନ୍ଧ୍ୟା ୬.୩୦ରେ ଜୀ ସାର୍ଥକରେ ପ୍ରସାରଣ ହେବ ନୂଆ ଫିଲ୍ମ ‘ସୁନାନାକୀ ବୋହୁ’ ଭୁବନେଶ୍ଵର: ଓଡିଶାର ଲୋକପ୍ରିୟ ଚ୍ୟାନେଲ ଜୀ ସାର୍ଥକ ସବୁବେଳେ ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଛି। ଦର୍ଶକେ ଦେଖିବାକୁ ଭଲ ପାଉଥିବା କାହାଣୀକୁ ଆଧାରିତ କରି ଅନେକ…