ଆଜିର ଖବର ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ ବାଣପୁର: ବାଣପୁର ପୋଲିସକୁ ବଡ ସଫଳତା ମିଳିଛି। ଆନ୍ତଜିଲ୍ଲା ଲୁଟେରାକୁ ଆଜି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତଜଣଙ୍କ ଉପରେ ମହିଳାଙ୍କ ଠାରୁ ସୁନା…