ଆଜିର ଖବର ବାଲୁଗାଁ ଜାତୀୟ ରାଜପଥରେ ସୁନା ବ୍ୟବସାୟୀଙ୍କୁ ଗୁଳିମାଡ଼: ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ରାଜପଥରେ ସୁନା ବ୍ୟବସାୟୀଙ୍କୁ ଗୁଳିମାଡ଼ କରାଯାଇଛି। ଗୁଳିମାଡ଼ କରି ଦୁର୍ବୃତ୍ତମାନେ ଅଳଙ୍କାର ଲୁଟିନେଇଥିବା ଜଣାପଡିଛି। ସୂଚନା…