ଆଜିର ଖବର ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍ କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାର ଆଳି ଥାନା ଅନ୍ତର୍ଗତ ଖଣ୍ଡିଆପାଟଣା ଗାଁରେ ଏକ ବଡ଼ ଧରଣର ଡକାୟତି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗତକାଲି ରାତି…