ସୁନ୍ଦରଗଡ଼ ବହି ପଢ଼’ ଅଭିଯାନ

ସୁନ୍ଦରଗଡ଼/ରାଉରକେଲା: କରୋନା ମହାମାରୀର ପ୍ରକୋପ କମିବା ପରେ ସୁନ୍ଦରଗଡ଼ ଜିଲ୍ଲାରେ ‘ସୁନ୍ଦରଗଡ଼ ବହି ପଢ଼’ ଅଭିଯାନକୁ ପୁଣିଥରେ ଆରମ୍ଭ କରାଯାଇଛି। ଆଜିର ଡିଜିଟାଲ ଯୁଗରେ ଛାତ୍ରଛାତ୍ରୀ, ଯୁବପିଢ଼ି…