ଆଜିର ଖବର ଉତ୍ତର ଓଡ଼ିଶାକୁ ପୁଣି ବନ୍ୟା ବିପଦ: ଦ୍ରୁତଗତିରେ ବଢ଼ୁଛି ସୁବର୍ଣ୍ଣରେଖାର ଜଳସ୍ତର ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ବିପତ୍ତି ଦେଖାଦେଇଛି। ଗାଁ ଗଣ୍ଡାରୁ ବନ୍ୟା ପାଣି ସମ୍ପୂର୍ଣ୍ଣ ଛାଡ଼ି ନଥିବା ବେଳେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ଦ୍ରୁତଗତିରେ ବୃଦ୍ଧି…