ଜାତୀୟ ଖବର କଟକରେ ନେତାଜୀ ଜୟନ୍ତୀ, ପରାକ୍ରମ ଦିବସ ପାଳିତ, ମାଧବନ ପିଲାଇଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ କଟକ: ନେତାଜୀ ଥିଲେ ଅଦମ୍ୟ ସାହସର ମୂର୍ତ୍ତିମନ୍ତ ପ୍ରତୀକ । ତାଙ୍କ ଜନ୍ମର 100 ବର୍ଷ ପରେ ମଧ୍ୟ ଯେତେବେଳେ ସଂଗ୍ରାମ ଓ ଦେଶାତ୍ମବୋଧର ଆଲୋଚନା ହୁଏ,…