ଆଜିର ଖବର ମୌସୁମୀ ପୂର୍ବରୁ ସୁରକ୍ଷା ଓ ସଂରକ୍ଷଣ କାର୍ଯ୍ୟକୁ ତ୍ୱରାନ୍ୱିତ କଲା ପୂର୍ବତଟ ରେଳପଥ ଭୁବନେଶ୍ୱର: ମୌସୁମୀ ଋତୁରେ ଟ୍ରେନ୍ ଚଳାଚଳକୁ ଅଧିକ ନିରାପଦ ଓ ନିର୍ଭରଯୋଗ୍ୟ କରିବା ପାଇଁ, ପୂର୍ବତଟ ରେଳପଥ ପକ୍ଷରୁ କୋଟ୍ଟାଭାଲାସା-କିରଣ୍ଡୁଲ , କୋରାପୁଟ-ରାୟଗଡ଼ା ଏବଂ ରାୟଗଡ଼ା-ବିଜୟନଗରମ୍ ରେଳପଥର…