ଆଜିର ଖବର ଆସନ୍ତାକାଲିଠାରୁ ବିଧାନସଭା ଅଧିବେଶନ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଭୁବନେଶ୍ଵର: ଆସନ୍ତାକାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା…