ଆଜିର ଖବର ବିଜେଡିରେ ଯୋଗଦେଲେ କଂଗ୍ରେସର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇ। ସେ ବଲାଙ୍ଗିର ଜିଲ୍ଲା କଂଗ୍ରେସର ସଭାପତି ଥିଲେ।…