ଆଜିର ଖବର ରେଳ ରାଷ୍ଟ୍ର ମନ୍ତ୍ରୀ ସୁରେଶ ଅଙ୍ଗଦୀଙ୍କ କରୋନାରେ ମୃତ୍ୟୁ: ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ରେଳ ରାଷ୍ଟ୍ର ମନ୍ତ୍ରୀ ସୁରେଶ ଅଙ୍ଗଦୀଙ୍କ କରୋନାରେ ମୃତ୍ୟୁ ହୋଇଛି। ସେ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସରେ ଚିକିତ୍ସିତ ବୁଧବାରବେଳେ…