ଆଜିର ଖବର କେନ୍ଦ୍ରୀୟ ଭିଜିଲାନ୍ସ କମିଶନରଙ୍କୁ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆ କେନ୍ଦ୍ରୀୟ ଭିଜିଲାନ୍ସ କମିଶନର ବା ସିଭିସି ଙ୍କୁ ଶପଥ ପାଠ କରାଇଛନ୍ତି। ସେ ହେଉଛନ୍ତି ଶ୍ରୀ ସୁରେଶ ଏନ…