ଆଞ୍ଚଳିକ କାର୍ଯ୍ୟରେ ଯୋଗ ଦେଲେ ଚିଲିକାରେ ନୂତନ ତହସିଲଦାର ସୁରେଶ ଚନ୍ଦ୍ର ପଣ୍ଡା ସୀତାରାମ ଅଗ୍ରୱାଲ ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ଚିଲିକା ତହସିଲରେ ନୂତନ ତହସିଲଦାର ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଓଏଏସ ଅଧିକାରୀ ସୁରେଶ ଚନ୍ଦ୍ର ପଣ୍ଡା।…