ଆଜିର ଖବର ‘ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫’ ରେ ସମ୍ମାନିତ ହେବେ ସୁର୍ଯ୍ୟସ୍ନାତ ତ୍ରିପାଠୀ ଭୁବନେଶ୍ୱର: ଓଡ଼ିଆ ଯୁବ କବି ଓ ଲେଖକ ସୂର୍ଯ୍ୟସ୍ନାତ ତ୍ରିପାଠୀ ପାଇବେ ସୋଆ ଯୁବ ସାହିତ୍ୟ ପୁରସ୍କାର ୨୦୨୫। ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିସରରେ…