ଆଜିର ଖବର ବୈଜୟନ୍ତଙ୍କ ବିରୋଧରେ ବିଜେଡିର ଅଭିଯୋଗ, ପ୍ରଚାର ବନ୍ଦ ଥିବାବେଳେ ସେ ଡିଜିଟାଲ ମାଧ୍ୟମରେ ପ୍ରଚାର କରୁଛନ୍ତି କିପରି ? ରାତିପାହିଲେ କେନ୍ଦ୍ରପଡା ନିର୍ବାଚନ ହେଲେ ଏ ପର୍ଯ୍ୟନ୍ତ ବିଜେଡି ବିଜେପି ମଧ୍ୟରେ ଛକାପଞ୍ଚା ଶେଷ ହେଉ ନାହିଁ। ବିଳମ୍ବିତ ସମୟରେ ବିଜେଡି, ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ…