Categories
ଆଜିର ଖବର

କରୋନା ଅପଡେଟ୍, ରାଜ୍ୟରେ ମାତ୍ର ୯ ଟି ଜିଲ୍ଲାରେ ଚିହ୍ନଟ ହେଲେ ଆକ୍ରାନ୍ତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

ଦେବଗଡ ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୬ ହଜାର ୧୩୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୬ ହଜାର ୬୨୧ ଏବଂ ବର୍ତ୍ତମାନ ୨୫୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୯ ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୭୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୦

ବରଗଡ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୨

ଝାରସୁଗୁଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୩

ମୟୂରଭଞ୍ଜ ଜିଲ୍ଲାରୁ- ୨

ନବରଙ୍ଗପୁର ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୮

ସୁନ୍ଦରଗଡ ଜିଲ୍ଲାରୁ- ୧୨

ଷ୍ଟେଟ ପୁଲରୁ- ୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୯୫୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୫ ହଜାର ୧୧୧ ଏବଂ ବର୍ତ୍ତମାନ ୫୯୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୧୦୦ ତଳକୁ ଖସିଲା ସଂକ୍ରମଣ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୬୭  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୧

ଦେବଗଡ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡା ଜିଲ୍ଲାରୁ- ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୨

ମୟୂରଭଞ୍ଜ ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୧

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ ଜିଲ୍ଲାରୁ- ୭

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୪ ହଜାର ୪୩୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୪ ହଜାର ୩୬ ଏବଂ ବର୍ତ୍ତମାନ ୧୧୪୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୨୬୯ ଆକ୍ରାନ୍ତ ଚିହ୍ନଟ: ବଢୁଛି ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୮

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୧୧

କଟକ ଜିଲ୍ଲାରୁ- ୪୯

ଦେବଗଡ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୯

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୫

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୬୬

ମୟୂରଭଞ୍ଜ ଜିଲ୍ଲାରୁ- ୪

ନବରଙ୍ଗପୁର ଜିଲ୍ଲାରୁ- ୧୧

ନୟାଗଡ ଜିଲ୍ଲାରୁ- ୧୪

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୬

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୯

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୨୯

ଷ୍ଟେଟ ପୁଲରୁ- ୧୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୯ ହଜାର ୯୯୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ଏବଂ ବର୍ତ୍ତମାନ ୧୭୫୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ଆଉ ୨୫୪ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୫୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୫୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୪୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୫ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧୧

କଟକ ଜିଲ୍ଲାରୁ- ୨୭

ଦେବଗଡ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧୧

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୫୫

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୧୫

ନୟାଗଡ ଜିଲ୍ଲାରୁ- ୧୨

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୮

ସମ୍ବଲପୁର ଜିଲ୍ଲାରୁ- ୧୭

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୩୦

ଷ୍ଟେଟ ପୁଲରୁ- ୧୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୯ ହଜାର ୭୨୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୮ ହଜାର ୭୯୮ ଏବଂ ବର୍ତ୍ତମାନ ୧୬୯୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୩୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧୭

ବୌଦ୍ଧ ଜିଲ୍ଲାରୁ- ୭

କଟକ ଜିଲ୍ଲାରୁ- ୧୫

ଦେବଗଡ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୧୧

ଗଞ୍ଜାମ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ-୫

ଝାରସୁଗୁଡା ଜିଲ୍ଲାରୁ- ୫

କଳାହାଣ୍ଡି ଜିଲ୍ଲାରୁ- ୧

କନ୍ଧମାଳ ଜିଲ୍ଲାରୁ- ୯

କେନ୍ଦ୍ରାପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୫୦

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୯

ନବରଙ୍ଗପୁର ଜିଲ୍ଲାରୁ- ୯

ନୟାଗଡ ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୭

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୬

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୫୩

ଷ୍ଟେଟ ପୁଲରୁ- ୧୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୬ ହଜାର ୩୮୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୫ ହଜାର ୧୭୩ ଏବଂ ବର୍ତ୍ତମାନ ୧୯୮୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଭାରତରେ କରୋନା ମାମଲାରେ ୪୧% ହ୍ରାସ, ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦ ହଜାରରୁ କମ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୮ ହଜାର ୮୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଏନକେ ସଂଖ୍ୟା ୪ କୋଟି ୪୨ ଲକ୍ଷ ୭୭ ହଜାର ୧୯୪ କୁ ବୃଦ୍ଧି ପାଇଛି। ତେବେ ସକ୍ରିୟ ମାମଲା ସଂଖ୍ୟା ୧ ଲକ୍ଷ ୧୧ ହଜାର ୨୫୨ କୁ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୫ ହଜାର ୪୦ ଲୋକ କରୋନାରୁ ସୁସ୍ଥ ହେବା ପରେ ମୋଟ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୩୬ ଲକ୍ଷ ୩୮ ହଜାର ୮୪୪ରେ ପହଞ୍ଚିଛି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୨୯ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ମୋଟ ୫ ଲକ୍ଷ ୨୭ ହଜାର ୯୮ ଲୋକଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ପ୍ରାୟ ୬୦୦ ଆକ୍ରାନ୍ତ ଚିହ୍ନଟ: ୫ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୫୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୮୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୪୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୪୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୦

ବରଗଡ ଜିଲ୍ଲାରୁ- ୨୨

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୩୬

ବୌଦ୍ଧ ଜିଲ୍ଲାରୁ- ୫

କଟକ ଜିଲ୍ଲାରୁ- ୧୪

ଦେବଗଡ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୭

ଝାରସୁଗୁଡା ଜିଲ୍ଲାରୁ- ୭

କଳାହାଣ୍ଡି ଜିଲ୍ଲାରୁ- ୩୯

କନ୍ଧମାଳ ଜିଲ୍ଲାରୁ- ୧୪

କେନ୍ଦ୍ରାପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୧୧

ଖୋର୍ଦ୍ଧା ଜିଲ୍ଲାରୁ- ୭୭

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୪୦

ନବରଙ୍ଗପୁର ଜିଲ୍ଲାରୁ- ୨୩

ନୟାଗଡ ଜିଲ୍ଲାରୁ- ୧୭

ନୂଆପଡା ଜିଲ୍ଲାରୁ- ୩୮

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୯

ସମ୍ବଲପୁର ଜିଲ୍ଲାରୁ- ୨୨

ସୋନପୁର ଜିଲ୍ଲାରୁ- ୧୭

ସୁନ୍ଦରଗଡ ଜିଲ୍ଲାରୁ- ୧୩୭

ଷ୍ଟେଟ ପୁଲରୁ- ୧୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୭୮୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮ ହଜାର ୧୬୬ ଏବଂ ବର୍ତ୍ତମାନ ୪୪୦୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଆଉ ୮୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୮୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୮୭୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୫୧୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୬୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪

ବାଲେଶ୍ଵର ଜିଲ୍ଲାରୁ- ୮

ବରଗଡ ଜିଲ୍ଲାରୁ- ୯

ଭଦ୍ରକ ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୭

ବୌଦ୍ଧ ଜିଲ୍ଲାରୁ- ୧୧

କଟକ ଜିଲ୍ଲାରୁ- ୯୬

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୮

ଜଗତସିଂହପୁର ଜିଲ୍ଲାରୁ- ୧୬

ଯାଜପୁର ଜିଲ୍ଲାରୁ- ୧୨

ଝାରସୁଗୁଡା ଜିଲ୍ଲାରୁ- ୧୨

କଳାହାଣ୍ଡି ଜିଲ୍ଲାରୁ- ୫

କନ୍ଧମାଳ ଜିଲ୍ଲାରୁ- ୫

କେନ୍ଦ୍ରାପଡା ଜିଲ୍ଲାରୁ- ୮

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୨୮୨

କୋରାପୁଟ ଜିଲ୍ଲାରୁ- ୧୨

ମୟୂରଭଞ୍ଜ ଜିଲ୍ଲାରୁ- ୫୯

ନୟାଗଡ ଜିଲ୍ଲାରୁ- ୧୯

ନୂଆପଡା ଜିଲ୍ଲାରୁ- ୭

ପୁରୀ ଜିଲ୍ଲାରୁ- ୧୯

ରାୟଗଡା ଜିଲ୍ଲାରୁ- ୬

ସମ୍ବଲପୁର ଜିଲ୍ଲାରୁ- ୨୩

ସୋନପୁର ଜିଲ୍ଲାରୁ- ୨୬

ସୁନ୍ଦରଗଡ ଜିଲ୍ଲାରୁ- ୧୪୪

ଷ୍ଟେଟ ପୁଲରୁ- ୬୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୯ ହଜାର ୧୧୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୪ ହଜାର ୨୩୫ ଏବଂ ବର୍ତ୍ତମାନ ୫୬୯୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ କ୍ରମାଗତ ୨ ଦିନ ପାଇଁ ୧ ହଜାର ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁଠି କେତେ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୧୦୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୦୬୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୨୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୪୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୪

ଭଦ୍ରକ ଜିଲ୍ଲାରୁ- ୫

ବଲାଙ୍ଗୀରି ଜିଲ୍ଲାରୁ- ୮

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧୩୫

ଦେବଗଡ ଜିଲ୍ଲାରୁ- ୫

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ- ୨୧

ଯାଜପୁର ଜିଲ୍ଲାରୁ- ୨୧

ଝାରସୁଗୁଡା ଜିଲ୍ଲାରୁ- ୧୮

କଳାହାଣ୍ଡି ଜିଲ୍ଲାରୁ- ୧୪

କନ୍ଧମାଳ ଜିଲ୍ଲାରୁ- ୬

କେନ୍ଦ୍ରାପଡା ଜିଲ୍ଲାରୁ- ୧୮

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୩୬୧

କୋରାପୁଟ ଜିଲ୍ଲାରୁ- ୩

ମାଲକାନଗିରିରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୫୨

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୧୮

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୪୪

ରାୟଗଡା ଜିଲ୍ଲାରୁ- ୧୩

ସମ୍ବଲପୁର ଜିଲ୍ଲାରୁ- ୫୮

ସୋନପୁର ଜିଲ୍ଲାରୁ- ୩୧

ସୁନ୍ଦରଗଡ ଜିଲ୍ଲାରୁ- ୧୧୧

ଷ୍ଟେଟ ପୁଲରୁ- ୭୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୮ ହଜାର ୨୪୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୬୮୩ ଏବଂ ବର୍ତ୍ତମାନ ୫୩୭୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୧ ହଜାର ଅତିକ୍ରମ କଲା କରୋନା: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୮୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୦୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦୦ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୦୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨୦

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୭

ବୌଦ୍ଧ ଜିଲ୍ଲାରୁ- ୧୩

କଟକ ଜିଲ୍ଲାରୁ- ୨୦୫

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୧୦

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ- ୨୨

ଯାଜପୁର ଜିଲ୍ଲାରୁ- ୧୮

ଝାରସୁଗୁଡା ଜିଲ୍ଲାରୁ- ୧୨

କଳାହାଣ୍ଡି ଜିଲ୍ଲାରୁ- ୧୦

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରାପଡା ଜିଲ୍ଲାରୁ- ୧୫

କେନ୍ଦୁଝର ଜିଲ୍ଲାରୁ- ୬

ଖୋର୍ଦ୍ଧା ଜିଲ୍ଲାରୁ- ୩୩୫

କୋରାପୁଟ ଜିଲ୍ଲାରୁ- ୪

ମୟୂରଭଞ୍ଜ ଜିଲ୍ଲାରୁ- ୨୮

ନବରଙ୍ଗପୁର ଜିଲ୍ଲାରୁ- ୯

ନୟାଗଡ ଜିଲ୍ଲାରୁ- ୧୯

ନୂଆପଡା ଜିଲ୍ଲାରୁ- ୯

ପୁରୀ ଜିଲ୍ଲାରୁ- ୨୮

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩୧

ସୋନପୁର ଜିଲ୍ଲାରୁ- ୩୨

ସୁନ୍ଦରଗଡ ଜିଲ୍ଲାରୁ- ୧୦୬

ଷ୍ଟେଟ ପୁଲରୁ- ୭୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୭ ହଜାର ୧୭୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୧୬୯ ଏବଂ ବର୍ତ୍ତମାନ ୪୮୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗତକାଲି ଅପେକ୍ଷା ଆଜି ୨୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୭୪୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୮୭ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୩୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୦୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୨

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୮

ବଲାଙ୍ଗୀରି ଜିଲ୍ଲାରୁ- ୪

ବୌଦ୍ଧ ଜିଲ୍ଲାରୁ- ୮

କଟକ ଜିଲ୍ଲାରୁ- ୧୧୫

ଦେବଗଡ ଜିଲ୍ଲାରୁ- ୮

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୧୧

ଯାଜପୁର ଜିଲ୍ଲାରୁ- ୧୨

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୪

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୩୦୩

କୋରାପୁଟ ଜିଲ୍ଲାରୁ- ୧୦

ମୟୂରଭଞ୍ଜ ଜିଲ୍ଲାରୁ- ୧୬

ନବରଙ୍ଗପୁର ଜିଲ୍ଲାରୁ- ୭

ନୟାଗଡ ଜିଲ୍ଲାରୁ- ୧୧

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୩୬

ରାୟଗଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୪

ସୋନପୁର ଜିଲ୍ଲାରୁ- ୭

ସୁନ୍ଦରଗଡ ଜିଲ୍ଲାରୁ- ୬୫

ଷ୍ଟେଟ ପୁଲରୁ- ୬୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୫ ହଜାର ୩୨୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୨ ହଜାର ୨୭୦ ଏବଂ ବର୍ତ୍ତମାନ ୩୮୭୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ: କ୍ରମାଗତ ବଢିଚାଲିଛି ସଂକ୍ରମଣ, ଜାଣନ୍ତୁ ଆଜିର ରିପୋର୍ଟ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୦୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୫୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୯୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୧୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୧୧୦

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୯

ଯାଜପୁର ଜିଲ୍ଲାରୁ- ୧୦

କଳାହାଣ୍ଡି ଜିଲ୍ଲାରୁ- ୬

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୬

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୨୦୦

କୋରାପୁଟ ଜିଲ୍ଲାରୁ- ୨

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୮

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୯

ନୂଆପଡା ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୧୪

ସମ୍ବଲପୁର ଜିଲ୍ଲାରୁ- ୮

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୪୯

ଷ୍ଟେଟ ପୁଲରୁ- ୪୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୪ ହଜାର ୫୮୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୮୬୬ ଏବଂ ବର୍ତ୍ତମାନ ୩୫୩୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

କ୍ରମାଗତ ଦ୍ଵିତୀୟ ଦିନରେ ଚିହ୍ନଟ ହେଲେ ୫୦୦ରୁ ଊର୍ଦ୍ଧ୍ଵ ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୭୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୭୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୬୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୩୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୩୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୬

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୨

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୧୧୮

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୮

ଜଗତସିଂହପୁର ଜିଲ୍ଲାରୁ- ୮

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୫

କେନ୍ଦ୍ରପଡା ଜିଲ୍ଲାରୁ- ୩

କେନ୍ଦୁଝର ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୨୦୪

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୭

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୫

ପୁରୀ ଜିଲ୍ଲାରୁ- ୩୭

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୬

ସୋନପୁର ଜିଲ୍ଲାରୁ- ୨୦

ସୁନ୍ଦରଗଡ ଜିଲ୍ଲାରୁ- ୪୨

ଷ୍ଟେଟ ପୁଲରୁ- ୪୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୩ ହଜାର ୫୦୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୨୯୮ ଏବଂ ବର୍ତ୍ତମାନ ୩୦୨୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଦୃତ ଗତିରେ ବଢୁଛି କରୋନା, ୨୩ ଟି ଜିଲ୍ଲାକୁ ବ୍ୟାପିଲା ସଂକ୍ରମଣ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୪୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୪୨୮ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୫୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୫୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୭୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨୨

ଭଦ୍ରକ ଜିଲ୍ଲାରୁ- ୫

କଟକ ଜିଲ୍ଲାରୁ- ୮୮

ଦେବଗଡ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୬

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୪

କଳାହାଣ୍ଡି ଜିଲ୍ଲାରୁ- ୧

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୧୮୩

କୋରାପୁଟ ଜିଲ୍ଲାରୁ- ୧

ମାଲକାନଗିରି ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୪

ନୂଆପଡା ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୧୧

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୯

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୨୦

ଷ୍ଟେଟ ପୁଲରୁ- ୪୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୧ ହଜାର ୯୪୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୫୩୨ ଏବଂ ବର୍ତ୍ତମାନ ୨୨୩୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ପୁଣି ବଢିଲା କରୋନା ସଂକ୍ରମଣ, ୧୬ ଟି ଜିଲ୍ଲାରେ ୩୩୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜ୍ୟରେ ୨୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୩୩୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୫୩ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୯୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୪୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ- ୭୦

ଜଗତସିଂହପୁର ଜିଲ୍ଲାରୁ- ୬

ଯାଜପୁର ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୮୭

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୨

ନୂଆପଡା ଜିଲ୍ଲାରୁ- ୪

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୭

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ ଜିଲ୍ଲାରୁ- ୩

ଷ୍ଟେଟ ପୁଲରୁ- ୩୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୧ ହଜାର ୧୧୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୨୪୩ ଏବଂ ବର୍ତ୍ତମାନ ୧୬୯୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୧୦୦ ତଳକୁ ଖସିଲା ଆକ୍ରାନ୍ତ ସଂଖ୍ୟା, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୪ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୪  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୪

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୮

ଗଞ୍ଜାମ ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରପଡା ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୫

କୋରାପୁଟ ଇଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୫

ନବରଙ୍ଗପୁର ଜିଲ୍ଲାରୁ- ୬

ନୟାଗଡ ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୨

ସୋନପୁର ଜିଲ୍ଲାରୁ- ୫

ସୁନ୍ଦରଗଡ ଜିଲ୍ଲାରୁ- ୧୦

ଷ୍ଟେଟ ପୁଲରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୫୪୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୪୦୨ ଏବଂ ବର୍ତ୍ତମାନ ୯୭୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୬୦୦ ତଳେ ରହିଛି କରୋନା ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୬୭୧ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୫୩୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୪୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୧୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୨୪  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୧

ବାଲେଶ୍ଵର ଜିଲ୍ଲାରୁ- ୧୫

ବରଗଡ ଜିଲ୍ଲାରୁ- ୮

ଭଦ୍ରକ ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୮

କଟକ ଜିଲ୍ଲାରୁ- ୧୫

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୨୪

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୨୬

ଝାରସୁଗୁଡା ଜିଲ୍ଲାରୁ- ୬

କଳାହାଣ୍ଡି ଜିଲ୍ଲାରୁ- ୧୩

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରାପଡା ଜିଲ୍ଲାରୁ- ୫

କେନ୍ଦୁଝର ଜିଲ୍ଲାରୁ- ୮

ଖୋର୍ଦ୍ଧା ଜିଲ୍ଲାରୁ- ୯୩

କୋରାପୁଟ ଜିଲ୍ଲାରୁ- ୧୭

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧୪

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୨୧

ନୂଆପଡା ଜିଲ୍ଲାରୁ- ୧୦

ପୁରୀ ଜିଲ୍ଲାରୁ- ୮

ରାୟଗଡା ଜିଲ୍ଲାରୁ- ୩୨

ସମ୍ବଲପୁର ଜିଲ୍ଲାରୁ- ୧୭

ସୋନପୁର ଜିଲ୍ଲାରୁ- ୧୦

ସୁନ୍ଦରଗଡ ଜିଲ୍ଲାରୁ- ୧୨୧

ଷ୍ଟେଟ ପୁଲରୁ- ୧୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୧ ହଜାର ୯୮୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୫ ହଜାର ୮୪୩ ଏବଂ ବର୍ତ୍ତମାନ ୭ ହଜାର ୯୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୧ ହଜାର ୫୦୩ ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧ ହଜାର ୪୯୭ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧ ହଜାର ୫୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୨୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୭୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୩୦  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୫୧

ବାଲେଶ୍ଵର ଜିଲ୍ଲାରୁ- ୩୦

ବରଗଡ ଜିଲ୍ଲାରୁ- ୨୧

ଭଦ୍ରକ ଜିଲ୍ଲାରୁ- ୨୦

ବଲାଙ୍ଗୀରି ଜିଲ୍ଲାରୁ- ୩୩

ବୌଦ୍ଧ ଜିଲ୍ଲାରୁ- ୧୦

କଟକ ଜିଲ୍ଲାରୁ– ୮୩

ଦେବଗଡ ଜିଲ୍ଲାରୁ- ୨୫

ଢେଙ୍କାନାଳ ଜିଲ୍ଲାରୁ- ୪୨

ଗଜପତି ଜିଲ୍ଲାରୁ- ୩୭

ଗଞ୍ଜାମ ଜିଲ୍ଲାରୁ- ୨୬

ଜଗତସିଂହପୁର ଜିଲ୍ଲାରୁ- ୪୨

ଯାଜପୁର ଜିଲ୍ଲାରୁ- ୫୫

ଝାରସୁଗୁଡା ଜିଲ୍ଲାରୁ- ୧୭

କଳାହାଣ୍ଡି ଜିଲ୍ଲାରୁ- ୪୦

କନ୍ଧମାଳ ଜିଲ୍ଲାରୁ- ୧୭

କେନ୍ଦ୍ରାପଡା ଜିଲ୍ଲାରୁ- ୧୯

କେନ୍ଦୁଝର ଜିଲ୍ଲାରୁ- ୩୬

ଖୋର୍ଦ୍ଧା ଜିଲ୍ଲାରୁ- ୩୩୩

କୋରାପୁଟ ଜିଲ୍ଲାରୁ- ୨

ମାଲକାନଗିରି ଜିଲ୍ଲାରୁ- ୮

ମୟୂରଭଞ୍ଜ ଜିଲ୍ଲାରୁ- ୧୦୮

ନବରଙ୍ଗପୁର ଜିଲ୍ଲାରୁ- ୧୯

ନୟାଗଡ ଜିଲ୍ଲାରୁ- ୫୩

ନୂଆପଡା ଜିଲ୍ଲାରୁ- ୨୫

ପୁରୀ ଜିଲ୍ଲାରୁ- ୫୪

ରାୟଗଡା ଜିଲ୍ଲାରୁ- ୩୧

ସମ୍ବଲପୁର ଜିଲ୍ଲାରୁ- ୨୬

ସୋନପୁର ଜିଲ୍ଲାରୁ- ୨୨

ସୁନ୍ଦରଗଡ ଜିଲ୍ଲାରୁ- ୧୫୭

ଷ୍ଟେଟ ପୁଲରୁ- ୬୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୯ ହଜାର ୮୧୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୧ ହଜାର ୫୯୭ ଏବଂ ବର୍ତ୍ତମାନ ୧୯ ହଜାର ୩୮୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩ ହଜାର ତଳକୁ ଖସିଲା କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର:  ଗତକାଲି ରାଜ୍ୟରେ ୨ ହଜାର ୬୯୭ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨ ହଜାର ୬୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୪୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧ ହଜାର ୫୨୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧ ହଜାର ୮୨  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୦୨

ବାଲେଶ୍ଵର ଜିଲ୍ଲାରୁ- ୪୮

ବରଗଡ ଜିଲ୍ଲାରୁ- ୫୧

ଭଦ୍ରକ ଜିଲ୍ଲାରୁ- ୩୭

ବଲାଙ୍ଗୀରି ଜିଲ୍ଲାରୁ- ୬୦

ବୌଦ୍ଧ ଜିଲ୍ଲାରୁ- ୩୭

କଟକ ଜିଲ୍ଲାରୁ – ୨୦୫

ଦେବଗଡ ଜିଲ୍ଲାରୁ- ୨୧

ଢେଙ୍କାନାଳ ଜିଲ୍ଲାରୁ- ୬୪

ଗଜପତି ଜିଲ୍ଲାରୁ- ୬୪

ଗଞ୍ଜାମ ଜିଲ୍ଲାରୁ- ୮୫

ଜଗତସିଂହପୁର ଜିଲ୍ଲାରୁ- ୬୦

ଯାଜପୁର ଜିଲ୍ଲାରୁ- ୧୩୩

ଝାରସୁଗୁଡା ଜିଲ୍ଲାରୁ- ୫୭

କଳାହାଣ୍ଡି ଜିଲ୍ଲାରୁ- ୬୦

କନ୍ଧମାଳ ଜିଲ୍ଲାରୁ- ୨୬

କେନ୍ଦ୍ରାପଡା ଜିଲ୍ଲାରୁ- ୬୩

କେନ୍ଦୁଝର ଜିଲ୍ଲାରୁ- ୪୩

ଖୋର୍ଦ୍ଧା ଜିଲ୍ଲାରୁ- ୪୪୪

କୋରାପୁଟ ଜିଲ୍ଲାରୁ- ୯୪

ମାଲକାନଗିରି ଜିଲ୍ଲାରୁ- ୧୯

ମୟୂରଭଞ୍ଜ ଜିଲ୍ଲାରୁ- ୧୦୪

ନବରଙ୍ଗପୁର ଜିଲ୍ଲାରୁ- ୬୨

ନୟାଗଡ ଜିଲ୍ଲାରୁ- ୬୭

ନୂଆପଡା ଜିଲ୍ଲାରୁ- ୮୭

ପୁରୀ ଜିଲ୍ଲାରୁ- ୪୧

ରାୟଗଡା ଜିଲ୍ଲାରୁ- ୬୧

ସମ୍ବଲପୁର ଜିଲ୍ଲାରୁ- ୮୮

ସୋନପୁର ଜିଲ୍ଲାରୁ- ୧୬

ସୁନ୍ଦରଗଡ ଜିଲ୍ଲାରୁ- ୨୦୪

ଷ୍ଟେଟ ପୁଲରୁ- ୧୦୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୪ ହଜାର ୭୦୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୨୮ ହଜାର ୯୭୬ ଏବଂ ବର୍ତ୍ତମାନ ୨୬ ହଜାର ୯୬୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୧୫ ଆକ୍ରାନ୍ତଙ୍କ ପ୍ରାଣହାନୀ, ମୃତ୍ୟୁ ସଂଖ୍ୟା ୮ ହଜାର ୫୭୫କୁ ବୃଦ୍ଧି

ଭୁବନେଶ୍ଵର: ଆଜି ରାଜ୍ୟରେ ୧୫ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହି ୧୫ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୮ ହଜାର ୫୭୫ ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ବରଗଡ, କଟକ, କେନ୍ଦ୍ରାପଡା, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡା, ପୁରୀ ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୧ ହଜାର ୬୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୭୩ ହଜାର ୯୦୭ ଏବଂ ବର୍ତ୍ତମାନ ୫୮ ହଜାର ୫୩୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।