ଜାତୀୟ ଖବର ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ ନୂଆଦିଲ୍ଲୀ: ୮ ଏପ୍ରିଲ୍ ୨୦୧୫ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା (ପିଏମଏମୱାଇ) ସଫଳତା ପୂର୍ବକ ୧୧ ବର୍ଷ ପୂରଣ କରିଛି।…