ଆଜିର ଖବର ଖୋର୍ଦ୍ଧା: ବାଣପୁର ଏନଏସି କାର୍ଯ୍ୟାଳୟରେ ସୂଚନା ଅଧିକାର ଆଇନ-୨୦୦୫ କୁ ଉଲ୍ଲଂଘନ ଅଭିଯୋଗ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି କାର୍ଯ୍ୟାଳୟରେ ସୂଚନା ଅଧିକାର ଆଇନ-୨୦୦୫ କୁ ଉଲ୍ଲଂଘନ କରାଯାଉଛି। ଏହି ଆଇନକୁ କାର୍ଯ୍ୟନିର୍ବାହୀ ଅଧିକାରିଣୀ କାଦମ୍ବିନୀ ଜେନା ଠିକ ଭାବରେ…