ଜାତୀୟ ଖବର ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା ମୁମ୍ବାଇ: ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ସଚିବ ସଞ୍ଜୟ ଜାଜୁ ମୁମ୍ବାଇର ଜାତୀୟ ଚଳଚ୍ଚିତ୍ର ବିକାଶ ନିଗମ (ଏନଏଫଡିସି) ପରିସରରେ ଥିବା ଭାରତୀୟ ସୃଜନଶୀଳ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ…