ଆଜିର ଖବର ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଚଳିତ ରଥଯାତ୍ରାର ସୁପରିଚାଳନା ନେଇ ବୈଠକ ଭୁବନେଶ୍ୱର: ଓଡ଼ିଆମାନଙ୍କର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଚେତନାର କେନ୍ଦ୍ରବିନ୍ଦୁ ହେଉଛନ୍ତି ପ୍ରଭୁ ଜଗନ୍ନାଥ। ରଥଯାତ୍ରା ହେଉଛି ଓଡ଼ିଆ ଜାତିର ସବୁଠାରୁ ଶ୍ରେଷ୍ଠ ପର୍ବ। ଦେଶବିଦେଶରୁ ଭକ୍ତମାନେ ଚତୁର୍ଦ୍ଧା…